Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବସ୍‌ ଦୁର୍ଘଟଣାରେ ୧୫ରୁ ଊର୍ଦ୍ଧ୍ବ ଆହତ

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ନିକଟ‌ରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହେଇଛି. ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି|

ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ସିଙ୍ଗିଯୁବା ନିକଟ‌ରେ ଏହି ଅଘଟଣ ଘଟିଛି| ବସ୍‌ଟି ଭୁବନେଶ୍ବରରୁ ବରଗଡ଼ ଜିଲ୍ଲା ବିଜେପୁର ନିକଟ ଦୀପ୍ତିପୁର ଯାଉଥିଲା

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ