Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଏଣିକି ଛାତ୍ରଛାତ୍ରୀଙ୍କୁ ମିଳିବ ଫ୍ରି ୱାଇଫାଇ ସୁବିଧା

ଭୁବନେଶ୍ବର: ଏଣିକି ଛାତ୍ରଛାତ୍ରୀ ଉଠାଇପାରିବେ ମାଗଣା ୱାଇଫାଇର ଲାଭ। ଆସନ୍ତା ଶିକ୍ଷାବର୍ଷରୁ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇଫାଇର ସୁବିଧା । ଏ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି।

ତେବେ ଛାତ୍ରଛାତ୍ରୀଙ୍କୁ ମାଗଣା ୱାଇଫାଇ ସହିତ ଓ ୧ ଜିବି ଡାଟା ମଧ୍ୟ ଫ୍ରି ମିଳିବ । ବିଭିନ୍ନ କଲେଜ ଓ ୟୁନିଭର୍ସିଟିଗୁଡିକରେ ଏହି ସୁବିଧା ଉପଲବ୍ଧ ହେବ। ଉଚ୍ଚଶିକ୍ଷା ବିଭାଗର ସମୀକ୍ଷା ବୈଠକ ପରେ ମନ୍ତ୍ରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ