Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେଡିରୁ ସନାତନ ମହାକୁଡ଼ ଅରବିନ୍ଦ ମହାପାତ୍ର ସସ୍‌ପେଣ୍ଡ

ବିଜେଡିରୁ ସନାତନ ମହାକୁଡ଼ ଅରବିନ୍ଦ ମହାପାତ୍ର ସସ୍‌ପେଣ୍ଡ l ଆଜି ୨ ବିଧାୟକଙ୍କୁ ସସ୍‌ପେଣ୍ଡ କଲା ବିଜେଡି, ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ର l

ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ପାଟକୁରା ବିଧାୟକ ଓ ଚମ୍ପୁଆରୁ ପ୍ରତିନିଧିତ୍ବ କରିଥିଲେ ସନାତନ ମହାକୁଡ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ