Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗଜପତି ଜିଲ୍ଲା ପ୍ରଶାସନ ପକ୍ଷରୁ ପୁରୁଣା କୋର୍ଟ ଛକ ଠାରେ ଜିଲ୍ଲା ସ୍ତରୀୟ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ପାଳିତ

ପାରଳାଖେମୁଣ୍ଡି:୨୩/୧(ଗରୁଡ ଧ୍ଵଜ ଚୌଧୁରୀ)
ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ପୁରୁଣା କୋର୍ଟ ଛକ ନିକଟସ୍ଥ ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ନେତାଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା । ଏଥିରେ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଗଜପତି ଶ୍ରୀଯୁକ୍ତ ମୁନୀଦ୍ର ହୋନନାଗା, ନିର୍ବାହୀ ଅଧିକାରୀ ପୌରପରିଷଦ ପାରଳାଖେମୁଣ୍ଡି ଶ୍ରୀ ଲକ୍ଷ୍ମଣ କୁମାର ମୁର୍ମୁ,ଜିଲ୍ଲା ସଂସ୍କୃତି ଅଧିକାରୀ ଗଜପତି ସୁଶ୍ରୀ ଅର୍ଚ୍ଚନା କୁମାରୀ ମଙ୍ଗରାଜ,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ , ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୋରଜ କୁମାର ପଣ୍ଡା ସମେତ ପୌରପରିଷଦର ସମସ୍ତ କର୍ମଚାରୀ ,ସ୍ଥାନୀୟ ଜନସାଧାରଣ ଓ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories