Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜୟପାଟଣା ବ୍ଲକ ମାଟ୍ରିକ ଟପ୍ପର ଙ୍କୁ ସମ୍ବର୍ଦ୍ଧନା

କୋକସରା:୨୭/୦୫ : ଚଳିତ ମାଟ୍ରିକ ପରୀକ୍ଷା ରେ ଟପ୍ପର ହୋଇଥିବା ଛାତ୍ରଛାତ୍ରୀ ଙ୍କୁ ଜୟପାଟଣା ଗଣେଶ ମନ୍ଦିର ଠାରେ ସମ୍ବର୍ଦ୍ଧିତ କରାଯାଇଥିଲା। ମାଟ୍ରିକ ପରୀକ୍ଷାରେ A1 ଗ୍ରେଡ ରଖି ଥିବା ଛାତ୍ରଛାତ୍ରୀ ଏବଂ ଜିଲ୍ଲା ଟପର ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କଳାହାଣ୍ଡିର ଅଗ୍ରଣୀ ସ୍ବେଚ୍ଛାସେବୀ ସଂଗଠନ ପ୍ରଫେସର ଭୁବନେଶ୍ୱର ବେହେରା ମେମୋରିଆଲ ୟୁଥ୍ ଅର୍ଗାନାଇଜେସନ ତରଫରୁ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ଜିଲ୍ଲା ଟପ୍ପର ପ୍ରିୟଦର୍ଶିନୀ ନାଏକ ଙ୍କ ସମେତ ଅନ୍ୟ ୩୫ ଜଣ ଛାତ୍ରଛାତ୍ରୀ ଙ୍କୁ ଟ୍ରଫି ଓ ମାନପତ୍ର ସହ ସମ୍ବର୍ଦ୍ଧିତ କରାଯାଇଛି। କାର୍ଯ୍ୟକ୍ରମ ରେ ସ୍ବେଛାସେବୀ ସଙ୍ଗଠନ ର ସମ୍ପାଦକ ଅଭିନାଶ ମୁଣ୍ଡ, ଚିନ୍ମୟ ବେହେରା ଶିକ୍ଷକ ଶିକ୍ଷୟିତ୍ରୀ ଅଭିଭାବକ ମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ