Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ପୁରୀ: ଆଜି ସର୍ବସାଧାରଣଙ୍କ ଲାଗି ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ରୁକ୍କିଣୀଙ୍କୁ ବିବାହ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଚୂଡାନ୍ତ ହୋଇଛି । ସ୍ବତନ୍ତ୍ର ନୀତିକାନ୍ତି ଯୋଗୁ ବନ୍ଦ ରହିବ ଜଗା ଦର୍ଶନ।

ଅପରାହ୍ମ ୧ଟାରୁ ୫ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେନି ଶ୍ରଦ୍ଧାଳୁ। ବିବାହ ଉତ୍ସବକୁ ଧୁମଧାମରେ ପାଳନ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପୁରା ପ୍ରସ୍ତୁତ ଥିବା ଜଣାପଡିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ