Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କିଡ଼ନୀ ରୋଗରେ ଆକ୍ରାନ୍ତ ହୋଇ କେଶଲଗା ଗ୍ରାମର ପ୍ରହଲ୍ଲାଦ ନାଏକଙ୍କ ମୃତ୍ୟୁ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଅଞ୍ଚଳରେ ଦିନକୁ ଦିନ କିଡ଼ନୀ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଅର୍ଥାଭାବ ହେତୁ ଅନେକ ବ୍ୟକ୍ତି ଏହି ରୋଗର ସଫଳ ଚିକିତ୍ସା କରିବାରୁ ବଞ୍ଚିତ ହେଉଛନ୍ତି ଓ ଅକାଳରେ ମୃତ୍ୟୁବରଣ କରୁଛନ୍ତି । ସୂଚନା ମତେ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତ କେଶଲଗା ଗାଁର ପ୍ରହଲ୍ଲାଦ ନାଏକ (୫୯)ଙ୍କ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରେ କିଡ଼ନୀ ରୋଗରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ