Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଉଲୁଣ୍ଡା ରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ଉଲୁଣ୍ଡା : ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲାପାଳ ଡ. ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାଏକଙ୍କ ଉପସ୍ଥିତିରେ ଯୁଗ୍ମ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଅନୁଷ୍ଠିତ ହୋଇଛି । ସୋମବାର ଏହି ଶିବିରରେ ମୋଟ ୧୩୮ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ, ସମସ୍ତ ଦରଖାସ୍ତକୁ ଶୀଘ୍ର ସମାଧାନ ପାଇଁ ସମ୍ପୃକ୍ତ ବିଭାଗକୁ ପଠାଯାଇଛି। ତନ୍ମଧ୍ୟରୁ 119 ଟି ବ୍ୟକ୍ତିଗତ , 17 ଟି ସାମୁହିକ ଏବଂ 2 ଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ସହାୟତା ପାଇଁ ଦରଖାସ୍ତ ଗ୍ରହଣ କରାଯାଇଛି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ