Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୂର୍ବତନ ବ୍ଲକ ସଭାପତି ତଥା ସମାଜସେବୀ ସନ୍ତୋଷ କୁମାର ଭୋଇ ଆଉ ନାହାନ୍ତି

ବୀରମହାରାଜପୁର :
ପୂର୍ବତନ ବିଜେପି ଯୁବ ମୋର୍ଚ୍ଚା ସଭାପତି ତଥା ବୀରମହାରାଜପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ସନ୍ତୋଷ ଭୋଇଙ୍କ ଅକାଳ ବିୟୋଗ ଘଟିଛି। ୪୮ ବର୍ଷ ବୟସରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଜଣେ ସମାଜସେବୀ ଭାବେ ସେ ବେଶ୍ ପରିଚିତ ଥିଲେ । ତାଙ୍କ ବିୟୋଗରେ ବିଭିନ୍ନ ମହଳରେ ଶୋକର ଛାୟା ଖେଳିଯାଇଛି। ଭଗବାନ ତାଙ୍କ ଅମର ଆତ୍ମାଙ୍କୁ ସଦ୍‌ଗତି ପ୍ରଦାନ କରନ୍ତୁ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ