Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ରେ ଅଗଷ୍ଟ 9 ମାଗଣା ସ୍ବାସ୍ଥ୍ୟ ସେବା ଶିବିର ଆୟୋଜିତ ହେବ

ବୀରମହାରାଜପୁର :
ଆସନ୍ତା ୯ ଅଗଷ୍ଟ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର କଲ୍ୟାଣ ମଣ୍ଡପରେ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ଆୟୋଜିତ ହେବ। ସିଟି ଗ୍ରୋଥ ସର୍ଭିସେସ ପ୍ରାଇଭେଟ୍ ଲିମିଟେଡ୍ ଏବଂ ନାରାୟଣ ଲୁହା ଫ୍ୟାନ କ୍ଲବ ପକ୍ଷରୁ ଆୟୋଜିତ ଏହି ଶିବିରରେ ୯ଟି ବିଭାଗର ବିଶେଷଜ୍ଞ ଡାକ୍ତରମାନେ ଯୋଗଦେଇ ଚିକିତ୍ସା ସେବା ପ୍ରଦାନ କରିବେ। ଏଥିସହ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ଔଷଧ ବିତରଣ କରାଯିବ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ