Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ରେ ବରିଷ୍ଠ ନାଗରିକ ସଂଗଠନ ର ସ୍ୱତନ୍ତ୍ର ବୈଠକ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରୀକ ସଙ୍ଗଠନ କାର୍ଯ୍ୟାଳୟ ପରିସରରେ ସଙ୍ଗଠନର ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି। ସଙ୍ଗଠନର ସଭାପତି ଡଃ.ପ୍ରଫୁଲ୍ଲ କୁମାର ରଥ ବୈଠକରେ ପୌରୋହିତ୍ୟ କରିଥିଲେ। ଏ ବୈଠକରେ ସର୍ବସମ୍ମତି କ୍ରମେ ଦ୍ବିତୀକୃଷ୍ଣ ପଣ୍ଡା ଙ୍କୁ ସଙ୍ଗଠନରେ ସାମିଲ କରି ସ୍ବାଗତ ପ୍ରସ୍ତାବ ଆଗତ କରାଯାଇଥିଲା । ଏହା ସହିତ ନିକଟରେ ବାଲେଶ୍ବର ଜିଲ୍ଲାର ବାହାନାଗା ଠାରେ ହୋଇଥିବା ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ପ୍ରାଣହାନୀ ଘଟିଥିବା ଦିବଂଗତ ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇ ଥିଲା। ଶେଷରେ ସଭାପତି ଧନ୍ୟବାଦ ଅର୍ପଣ କରିଥିଲେ l