Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ

କଳାହାଣ୍ଡି,୨୮/୦୯- କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁରସ୍ଥିତ ଗୋପବନ୍ଧୁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଲକ୍ଷ୍ମୀଧର ସନ୍ତୋଷରାୟ ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ବିଜେପି ନେତା ସୁବାସ ଅଗ୍ରୱାଲ, ନରେନ୍ଦ୍ର ବେହେରା, ତୁଳସୀ ମାଝୀ ଓ ଗୋପବନ୍ଧୁ ହାଇସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ସୁଜାତା ମଲ୍ଲିକ ପ୍ରମୁଖ ଯୋଗ ଦେଇଥିଲେ। ଏଥିରେ ଲାଞ୍ଜିଗଡ଼ ବ୍ଲକ‌ର ୧୩ ଜଣ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ