Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନବୋଦୟ ପ୍ରବେଶିକା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହେଲେ ତାପସ ସାହୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ସଦର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ତାପସ ସାହୁ ନବୋଦୟ ବିଦ୍ୟାଳୟ ର ପ୍ରବେଶିକା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା ଖବର ପ୍ରଚାର ହେବା ପରେ ଶିଶୁ ମନ୍ଦିରରେ ଖୁସି ର ଲହରୀ ଖେଳିଯାଇଛି।ତାପସ ହେଉଛନ୍ତି କର୍ଲାମୁଣ୍ଡା (ଡୁକେରମାଲ) ଗ୍ରାମର ମୀନ କେତନସାହୁ ଓ ଚନ୍ଦ୍ର କାନ୍ତି ସାହୁ ଙ୍କ ଏକ ମାତ୍ର ପୁତ୍ର ଅଟନ୍ତି।ତାଙ୍କର ସଫଳତା ପାଇଁ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଶୁଭେଚ୍ଛା ଜଣାଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ