Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦୁରଦୁରା ପ୍ରାଥମିକ ବିଦ୍ୟାଳୟ ରେ ବନ ମହୋତ୍ସବ ପାଳିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତାମହୁଲ ପଞ୍ଚାୟତ ଅନ୍ତର୍ଗତ ଦୁରଦୁରା ପ୍ରାଥମିକ ବିଦ୍ୟାଳୟ ଠାରେ ୭୪ ତମ ବନ ମହୋତ୍ସବ ପାଳିତ ହୋଇଯାଇଛି । ବୀରମହାରାଜପୁର ବନାଞ୍ଚଳ ଅଧିକାରୀ ଅବିନାଶ ବେରିହା ଙ୍କ ନେତୃତ୍ବରେ ଫରେଷ୍ଟର ଲିଙ୍ଗରାଜ ନାଏକ , ଫରେଷ୍ଟ ଗାର୍ଡ ସୀତାରାଣୀ ମିଶ୍ର , ସଭାଗିନୀ କୁମ୍ଭାର , ସ୍କୁଲ ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ନାଏକ , ଅଙ୍ଗନୱାଡ଼ି କର୍ମୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ବିଭିନ୍ନ ପ୍ରକାରର ବୃକ୍ଷ ରୋପଣ କରିଥିଲେ। ଏହି ଅବସରରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ