Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିରିପଟା ଉଚ୍ଚ ବିଦ୍ୟାଳୟରେ ପୁରାତନ ଛାତ୍ର ସଂସଦ ତରଫରୁ ସମ୍ବର୍ଦ୍ଧନା ଉତ୍ସବ

ଯାଜପୁର ଜିଲ୍ଲା ଦଶରଥପୁର ବ୍ଳକ ଅନ୍ତର୍ଗତ ବିରିପଟା ବିରିପଟା ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପୁରାତନ ଛାତ୍ରଙ୍କ ପକ୍ଷରୁ ଏକ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ରମେଶ ଚନ୍ଦ୍ରଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ତ୍ମୁଖ୍ୟଅତିଥି ଭାବେ ସମାଜସେବୀ ବିଜୟ ଧଳ, ସମ୍ମାନିତ ଅତିଥି ଭାବେ ପ୍ରଧାନ ଶିକ୍ଷକ ଦେବାଶିଷ ବେହେରା ପ୍ରମୁଖ ଯୋଗଦେଇଥିଲା। ଏହି ଅବସରରେ ପୁରାତନ ଶିକ୍ଷକ ଶ୍ୟାସୁନ୍ଦର ମିଶ୍ରଙ୍କୁ ପୁଷ୍ପଗୁଚ୍ଛ, ମାନପତ୍ର, ଉପଢୌକନ ପ୍ରଦାନ ପୂର୍ବକ ସମ୍ବରର୍ଦ୍ଧିତ କରାଯାଇଥିଲା। ଆୟୋଜିତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ବହୁ ପୁରାତନ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ