Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଅଭିଭାବକ , ଶିକ୍ଷକ ଓ ପରିଚାଳନା କମିଟିର ସଦସ୍ୟ ଙ୍କ ବୈଠକ

କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ରେଗଡା ଭୋଇପଡା ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଅଭିଭାବକ ,ଶିକ୍ଷକ ଓ ପରିଚାଳନା କମିଟିର ସଦସ୍ୟ ମାନଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ପରିଚାଳନା କମିଟିର ଅଧ୍ୟକ୍ଷ ରାଜୁ କୁମାର, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳମଣି ଗହୀର,ସହକାରୀ ଶିକ୍ଷକ ପ୍ରସନ୍ନ କୁମାର ସାହୁ, କାମଦେବ କମ୍ପ ଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ପ୍ରମୁଖ ଯୋଗ ଦେଇ ବିଦ୍ୟାଳୟ ର ଉନ୍ନତି ଦିଗରେ ଆଲୋଚନା କରିଥିଲେ।କାର୍ଯ୍ୟକ୍ରମ ରେ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ,ଓଡ଼ିଶା ସରକାର ସହାୟତା କରିଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ