Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସୁବଳୟା ଶିଶୁମନ୍ଦିର ରେ ସ୍ଵାଧୀନତା ଦିବସ ପାଳିତ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ସରସ୍ଵତୀ ଶିଶୁ ମନ୍ଦିରରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଛି I ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ I ଏ ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୁତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା l ଶିଶୁ ମନ୍ଦିରର ସମସ୍ତ ଛାତ୍ରଛାତ୍ରୀ , ଗୁରୁଜୀ ଗୁରୁମା ଉପସ୍ଥିତ ଥିଲେ I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ