Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମ୍ବଲପୁର ମହାନଗର ଓ ଆମ ଓଡିଶା ପକ୍ଷରୁ ରକ୍ତଦାନ ଶିବିର

ସମ୍ବଲପୁର:ସ୍ୱାୟତ୍ତ ଶାସନ ଦିବସ ଉପଲକ୍ଷେ ସମ୍ବଲପୁର ମହାନଗର ନିଗମ ଏବଂ ଆମ ଓଡିଶା ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା।ଏହି ଶିବିରରେ ମୋଟ ୬୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି l ଆୟୋଜିତ ଶିବିରରେ ମୁଖ୍ୟଅତିଥି ହିସlବରେ ଯୋଗଦାନ କରି ଜିଲ୍ଲାପାଳ ଅନନ୍ୟା ଦାଶ ରକ୍ତଦାତା ମାନଙ୍କୁ ମାନପତ୍ର ଦେଇ ଉତ୍ସlହିତ କରିଥିବାବେଳେ ମହାନଗର ନିଗମ କମିଶନର ବେଦଭୂଷଣ ଶିବିରକୁ ଉଦଘାଟନ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ