Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସରିଲା ବୈଠକ; ୩୮ କୋଟି ୩୦ ଲକ୍ଷ ଟଙ୍କାର ବଳକା ବଜେଟ୍‌ ପ୍ରସ୍ତୁତ

ଭୁବନେଶ୍ବର: ୨୦୨୩- ୨୪ ଆର୍ଥିକ ବର୍ଷ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅର୍ଥ ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆର୍ଥିକ ବର୍ଷ ପାଇଁ ବଜେଟ୍‌ ଅଟକଳ ହେବା ସହ ୨୦୨୨-୨୩ ଆର୍ଥିକ ବର୍ଷର ସଂଶୋଧିତ ବିବରଣୀ ସମ୍ପର୍କରେ ଆଲୋଚନା କରାଯାଇଛି।

ବଜେଟ୍‌ରେ ୨୬୨ କୋଟି ୪୯ ଲକ୍ଷ ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ବୈଠକରେ ୩୮ କୋଟି ୩୦ ଲକ୍ଷ ଟଙ୍କାର ବଳକା ବଜେଟ୍‌ ପ୍ରସ୍ତୁତ କରାଯାଇଛି। ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ , ଜିଲ୍ଲାପାଳ ସମର୍ଥ ବର୍ମା, ଅର୍ଥ ସବ୍‌ କମିଟିର ସଦସ୍ୟ ଓ ଚାଟାର୍ଡ ଆକାଉଣ୍ଟାଣ୍ଟ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ