Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ରକ୍ତଦାନ ଶିବିର

ସମ୍ବଲପୁର-୦୧/୧୦ (ରମାକାନ୍ତ ବିଶ୍ୱାଳ)
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ “ସେବା ପକ୍ଷ” ଅବସରରେ ଆଜି ମାଝିପାଲି କଲ୍ଯାଣମଣ୍ଡପ ଠାରେ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ରକ୍ତ ଦାନ ଶିବିରରେ ରେଙ୍ଗାଲି ବିଧାୟକ ନାଉରି ନାଏକ ଉପସ୍ଥିତ ରହି ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ୫୩ ଜଣ ରକ୍ତଦାନ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ