Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗଜପତି ଜିଲ୍ଲା ଗଣମାଧ୍ୟମ ପ୍ରତିନିଧି ମାନଙ୍କ ବୃନ୍ଦାବନ ପ୍ୟାଲେସ ଠାରେ ବନ୍ଧୁମିଳନ

ପାରଳାଖେମୁଣ୍ଡି:୨/୧୦(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ବିଭିନ୍ନ ଗଣମାଧ୍ୟମର ପ୍ରତିନିଧି ମାନଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଗତକାଲି ଅନୁଷ୍ଠିତ ହୋଇଯାଇଛି । ସହରର ଐତିହାସିକ ବୃନ୍ଦାବନ ପ୍ୟାଲେସ ଠାରେ ପରିସରରେ ଆୟୋଜିତ ଏହି ବନ୍ଧୁମିଳନ କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାସ୍ତରୀୟ ଏବଂ ବ୍ଲକ ସ୍ତରୀୟ ବହୁ ସଂଖ୍ୟକ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧି ଏକତ୍ରିତ ହୋଇ ବନ୍ଧୁ ମିଳନ କାର୍ଯ୍ୟକ୍ରମ ସହିତ ସାମ୍ବାଦିକ ମାନଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ପାଇଁ ଆଲୋଚନା କରିଥିଲେ. ଗଣମାଧ୍ୟମର ବରିଷ୍ଠ ପ୍ରତିନିଧି ଗରୁଡ଼ ଧୌଜ ଚୌଧୁରୀ, ତାରିଣୀ ପ୍ରସାଦ ପଣ୍ଡା, ରଶ୍ମି ରଞ୍ଜନ ମିଶ୍ର, ଗଣେଶ ରାଜୁ, ସନ୍ତୋଷ ପଟ୍ଟନାୟକ, ବିଜୟ କୁମାର ଗୌଡ଼, ଡିଜେନ ପାଢ଼ୀ, ପ୍ରଦୀପ ନାୟକ, ସରୋଜ ବୀର, କୃଷ୍ଣ କୁମାର ବେହେରା, ଦିଲ୍ଲୀପ ଶତପଥୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜର ମତାମତ ଦେବା ସହ ସମସ୍ତ ସାମ୍ବାଦିକମାନଙ୍କ ସୁରକ୍ଷା ଉପରେ ଆଲୋଚନା କରିଥିଲେ

More Stories