Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

କେନ୍ଦ୍ରାପଡାର ରସାବଳିକୁ ଜିଆଇ ଟ୍ୟାଗ୍

କେନ୍ଦ୍ରାପଡାର ପ୍ରସିଦ୍ଧ ମିଷ୍ଟାନ୍ନ ‘ରସାବଳି’କୁ ଜିଆଇ ଟ୍ୟାଗ୍ ମାନ୍ୟତା ମିଳିଛି । ଏଥିପାଇଁ ‘କେନ୍ଦ୍ରାପଡା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ’ ପକ୍ଷରୁ ବିଧିବଦ୍ଧ ଭାବେ ୨୦୨୧ ମସିହା ଡିସେମ୍ବର ୧୩ ତାରିଖରେ ଆବେଦନ କରାଯାଇଥିଲା l ଆବେଦନ ପତ୍ରର ତର୍ଜମା କରିବା ସହ ‘ରସାବଳି’ର ଐତିହାସିକ ଓ ଆଧ୍ୟାତ୍ମିକ ଦିଗକୁ ଅନୁଧ୍ୟାନ କରିବା ପରେ ଜିଆଇ ଟ୍ୟାଗ୍ ପ୍ରଦାନ କରାଯାଇଛି l