Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜଟେସିଂଘା ରେ ବିବାହିତ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ ଜଟେସିଂହା ଗ୍ରାମରେ ଜଣେ ବିବାହିତ ମହିଳାଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ହୋଇଛି। ମୃତ ମହିଳା ଜଣକ ହେଲେ ଜ୍ଞାନ ମୁଖୀ ଙ୍କ ସ୍ତ୍ରୀ ପ୍ରଭାସିନୀ ମୁଖୀ (୨୪)। ଗତ ରାତିରେ ସେ ଗୁରୁତର ହୋଇ ପଡ଼ିବାରୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବୀରମହାରାଜପୁର ଡାକ୍ତରଖାନା କୁ ଅଣାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ବୁଧବାର ମହିଳା ଙ୍କ ଶବ ବ୍ୟବଚ୍ଛେଦ କରିବାପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି । ଏନେଇ ସୁବଳୟା ଥାନା କେସ ନଂ ୭/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି । ଏସ ଆଇ ଦିପ୍ତିରଞ୍ଜନ ଦିଗାଲ ଏହାର ତଦନ୍ତ ଭାର ନେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ