Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ନୁନମାଠ ଜଙ୍ଗଲରୁ ମହିଳାଙ୍କ ଗଳିତ ଶବ ଉଦ୍ଧାର

କଳାହାଣ୍ଡି,୦୭/୧୦-କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ଅନ୍ତର୍ଗତ ନୁନମlଠ ଜଙ୍ଗଲରୁ ଜଣେ ମହିଳାଙ୍କ ଗଳିତ ଶବ ଉଦ୍ଧାର କରାଯାଇଛି ! ମ୍ରୁତ ମହିଳାଙ୍କ ନାମ କୁନ୍ତୀମୁଣ୍ଡା ! ସେ ନିକଟସ୍ଥ ଗ୍ରାମର ହୋଇଥିବା ବେଳେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇପାରିନାହିଁ ! ଏଇ ଘଟଣାରେ କେସିଙ୍ଗା ପୋଲିସ ଜଣକୁ ଅଟକ ରଖି ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି !