Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସିର୍ଜାପାଲିରେ ବିଜେଡିର ସାଧାରଣ ସଭା

କଳାହାଣ୍ଡି,୦୮/୧୦-କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ମ. ରାମପୁର ବ୍ଲକ ସିର୍ଜାପାଲି ପଞ୍ଚାୟତରେ ବିଜୁ ଜନତା ଦଳର କର୍ମୀମାନଙ୍କୁ ନେଇ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର କୁମାର ସିଂହ ଦେଓ ଯୋଗଦେଇ କର୍ମୀ ମାନଙ୍କ ସହିତ ଅଂଚଳ ର ସୁବିଧା ଅସୁବିଧା ବିଷୟରେ ଆଲୋଚନା କରିଥିଲେ l ଏଇ ଅବସରରେ ସିର୍ଜାପାଲି ସମେତ ଆଖପାଖ ଅଞ୍ଚଳରୁ ବହୁସଂଖ୍ୟକ ଦଳୀୟ କର୍ମୀ ଉପସ୍ଥିତ ଥିଲେ !