Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଛତିକୁଡା ଛକଠାରେ ଦିବ୍ୟାଂଶୀ ହେଲ୍ଥ କେୟାର ସେଣ୍ଟର ଉଦଘାଟିତ

କଳାହାଣ୍ଡି,୧୧/୧୦- କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ଛତିକୁଡା ଛକଠାରେ ଦିବ୍ୟାଂଶୀ ଫାର୍ମାସ୍ୟୁଟିକାଲ ଏଣ୍ଡ ହସ୍ପିଟାଲ ପ୍ରାଇଭେଟ୍ ଲିମିଟେଡ ଆନୁକୂଲ୍ୟରେ ଦିବ୍ୟାଂଶୀ ହେଲ୍ଥ କେୟାର ସେଣ୍ଟର ଉଦଘାଟିତ ହୋଇଯାଇଛି ! ଏଥିରେ ମୁଖ୍ୟଅତିଥି ଭାବେ ନର୍ଲା ବ୍ଲକ ଅଧ୍ୟକ୍ଷା ମନୋରମା ମହାନ୍ତି ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ନର୍ଲା ବ୍ଲକ ଉପଧ୍ୟାକ୍ଷ ଦୁର୍ଗା ପ୍ରସାଦ ମହାନ୍ତି ଯୋଗଦେଇଥିଲେ !