Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ରେ ବିଜେପି ପକ୍ଷରୁ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ରେ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ମୋ ମାଟି , ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବଲାଙ୍ଗୀର ଲୋକସଭା ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ , ପୂର୍ବତନ ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ । ସମସ୍ତଙ୍କର ଉପସ୍ଥିତି ରେ ବୀରମହାରାଜପୁର ନିକଟସ୍ଥ ଉଫୁଲା ରୁ ମାଟି ସଂଗ୍ରହ କରାଯାଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ