Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ

ଆଇସିସି ବିଶ୍ବକପର ସବୁଠାରୁ ହାଇପ୍ରୋଫାଇଲ୍ ମ୍ୟାଚରେ ପାକିସ୍ତାନକୁ ୭ ଓ୍ବିକେଟରେ ପରାସ୍ତ କରିଛି ଟିମ ଇଣ୍ଡିଆ । ଏହା ସହିତ ବିଶ୍ବକପରେ ପାକିସ୍ତାନ ବିରୋଧରେ ଭାରତର ଅଜେୟ ରେକର୍ଡ ବଜାୟ ରହିଛି । ଦିନିକିଆ ବିଶ୍ବକପରେ ଭାରତ ଓ ପାକିସ୍ତାନ ମଧ୍ୟରେ ୮ ଥର ମୁକାବିଲା ହୋଇଥିବାବେଳେ ଭାରତ ୮ଟି ଯାକ ମ୍ୟାଚରେ ବିଜୟ ହାସଲ କରିଛି ।

ଏହି ମ୍ୟାଚରେ ପାକିସ୍ତାନ ଭାରତ ଆଗରେ ୧୯୨ ରନର ଲକ୍ଷ୍ୟ ରଖିଥିଲା । ଏହି ଲକ୍ଷ୍ୟକୁ ଭାରତ ୪୩ ତମ ଓଭରରେ ୩ଟି ଓ୍ବିକେଟ ହରାଇ ହାସଲ କରି ନେଇଥିଲା ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ