Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମୁଖ୍ୟମନ୍ତ୍ରୀ ଙ୍କ ଜନ୍ମ ଦିନ ଅବସରରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ

ଭବାନୀପାଟଣା, ୧୬/୧୦ ଜଗନ୍ନାଥ ନାଏକ) : ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନ ଅବସରରେ ସ୍ଥାନୀୟ ସରକାରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ରକ୍ତ ଭଣ୍ଡାର ଠାରେ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି.ଲାଞ୍ଜିଗଡ ବିଧାୟକ ପ୍ରଦୀପ ଦିଶାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରିଥିଲେ.ପୂର୍ବତନ ବିଧାୟକ ଦୁଷ୍ମନ୍ତ ନାୟକ, ଜିଲ୍ଲା ମହିଳା ମୋର୍ଚା ସଭାନେତ୍ରୀ ଲଳିତା ନାୟକ,ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ତଥା ବିଜେଡି ଜିଲ୍ଲା ଉପ ସଭାପତି ଅଶେଶ୍ୱର ବାଗ,ପୂର୍ବତନ ନଗର ପାଳ ଆଦିତ୍ୟ ନନ୍ଦ,ରାଜ୍ୟ ବିଜୁ ଯୁବ ଜନତା ଦଳ ଉପ ସଭାପତି ମଣ୍ଟୁ ନାୟକ,ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜିଲ୍ଲା ସଂଯୋଜକ ଅମିତ ଯାଦବ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରିଥିଲେ.