Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରଘୁବର ଦାସ ହେଲେ ଓଡିଶାର ନୂଆ ରାଜ୍ୟପାଳ

ରଘୁବର ଦାସ ହେଲେ ଓଡିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା । ରଘୁବର ଦାସ ହେଉଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ । ପ୍ରଫେସର ଗଣେଶୀଲାଲଙ୍କ ସ୍ଥାନ ନେବେ ରଘୁବର ଦାସ । ସେହିପରି ତ୍ରିପୁରାର ରାଜ୍ୟପାଳ ହେବେ ଇନ୍ଦ୍ରସେନ ରେଡ୍ଡୀ । ବର୍ତ୍ତମାନ ରଘୁବର ଦାସ ବିଜେପିର ରାଷ୍ଟ୍ରିୟ ଉପାଧ୍ୟକ୍ଷ ରହିଛନ୍ତି । ସେ ୨୦୧୪ରୁ ୨୦୧୯ ଯାଏଁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ରହିଥିଲେ ।