Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନର୍ଲା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୩୦/୧୦ (ଜଗନ୍ନାଥ ନାଏକ) :ଆଜି ନର୍ଲା ବ୍ଲକ ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତ୍ରିଲୋଚନ ପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ନର୍ଲା ବି ଡି ଓ ଶ୍ରୀ ଏମ ଜଗଜିବନ ଚୌଧୁରୀ, ତହସିଲଦାର ଶ୍ରୀ ବିଶ୍ବରଂଜନ କହଁର ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୪୩ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୧ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୨ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୫ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ