Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆତଙ୍କବାଦୀ ଗୁଳିରେ ଜବାନ ସହିଦ

କଳାହାଣ୍ଡି,୧୭/୧୧-ଆସାମର ତ୍ରିପୁରାରେ କାର୍ଯ୍ୟରତ ଅବସ୍ଥାରେ ଆତଙ୍କବାଦୀ ଙ୍କ ଗୁଳିରେ ଜଣେ ଓଡ଼ିଆ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ନାଁ ଈଶ୍ୱର ଚନ୍ଦ୍ର ଦୋରା । କଳାହାଣ୍ଡି କେସିଙ୍ଗା ଥାନା ଅନ୍ତର୍ଗତ ବେଲଖଣ୍ଡିରେ ତାଙ୍କ ଘର । ଏ ସଂପର୍କରେ ସୂଚନା ମିଳିବା ପରେ ବେଲଖଣ୍ଡି ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି !

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ