Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବ୍ୟାଡ୍ ମିଣ୍ଟନ୍ ପ୍ରତିଯୋଗୀତା

ବୀରମହାରାଜପୁର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ଶନିବାର ଉକ୍ତ ବିଦ୍ୟାଳୟ ଛାତ୍ରଙ୍କ ମଧ୍ୟରେ ବେଡମିଣ୍ଟନ ( ସିଙ୍ଗଲ) ର ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୁରାତନ ଛାତ୍ର ତଥା କ୍ରୀଡାବିତ୍ ବୃନ୍ଦାବନ ମିଶ୍ର ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ଖେଳକୁ କିଶୋର ମୋହନ ଡାଙ୍ଗ ଓ କୃତିବାସ ଶତପଥୀ ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ଙ୍କ ଦ୍ୱାରା ବିଜେତା ସୌମ୍ୟ ରଞ୍ଜନ ମଲ୍ଲିକ ଓ ରନର ସ୍ ଅପ୍ କାଳୀ ଚରଣ ସିଂ ଙ୍କୁ ଟ୍ରଫି ଦେଇ ପୁରସ୍କୃତ କରାଯାଇଥିଲା ।