Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସନ୍ଦେହ ଜନକ ଭାବେ କ୍ୱାଟର ଭିତରୁ ମିଳିଲା ଜଳ ସମ୍ପଦ ବିଭାଗର SDOଙ୍କ ମୃତଦେହ

କଳାହାଣ୍ଡି, ୦୮/୧୨ (ଜଗନ୍ନାଥ ନାଏକ) : ସନ୍ଦେହ ଜନକ ଭାବେ କ୍ୱାଟର ଭିତରୁ ମିଳିଲା ଜଳ ସମ୍ପଦ ବିଭାଗର SDOଙ୍କ ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ମୁଖିଗୁଡ଼ା ଗ୍ରାମ ଠାରେ । ମୃତ ଏସଡିଓଙ୍କ ଗ୍ରାମ ରାୟଗଡ଼ା ଜିଲ୍ଲା ପାରଳାଖମୁଣ୍ଡିର ରଞ୍ଜିତ କୁମାର କର୍ଜି ବୋଲି ଜଣା ପଡ଼ିଛି । ଘଟଣା ସ୍ଥଳରେ ଜୟପାଟଣା ପୋଲିସ ପହଞ୍ଚି ମୃତ ଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି । ମୃତ ଦେହକୁ ଜୟପାଟଣା ଡାକ୍ତରଖାନାରେ ସବ ବ୍ୟବଚ୍ଛେଦ ପାଇଁ ରଖାଯାଇଛି ।