Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବିନୋଦ ପାତ୍ର ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟିର ଆଡହକ ସଭାପତି

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ପୂର୍ବତନ ବିଧାୟକ ଶ୍ରୀ ବିନୋଦ ପାତ୍ରଙ୍କୁ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟିର ଆଡହକ ସଭାପତି ଭାବରେ ନିଯୁକ୍ତି ମିଳିଛି ।ନିଯୁକ୍ତି ପରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି ।ଆଗାମୀ ନିର୍ବାଚନରେ ସୁବର୍ଣ୍ଣପୁର ଜିଲ୍ଲାରେ ପରିବର୍ତ୍ତନ ନିଶ୍ଚିତ ଓ ଦୁଇଟି ଯାକ ବିଧାନସଭା କଂଗ୍ରେସ ଅକ୍ତିଆର କରିବ ବୋଲି ସେ ଦୃଢ଼ଉକ୍ତି ପ୍ରକାଶ କରିଛନ୍ତି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ