Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମନକିରା ବ୍ଲକ ଷଣ୍ଢ ପଥର ଆଶ୍ରମ ସ୍କୁଲରେ ଭାଷା ସାହିତ୍ୟ ମହୋତ୍ସବ ଅନୁଷ୍ଠିତ

ଜମନକିରା : ଜମନକିରା ବ୍ଲକ ଷଣ୍ଢ ପଥର ଆଶ୍ରମ ସ୍କୁଲରେ ଭାଷା ସାହିତ୍ୟ ମହୋତ୍ସବ ଆଜି ସୋମବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରଧାନ ଶିକ୍ଷକ ତୀର୍ଥରାଜ ନାୟକ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ଭାବେ ଷଣ୍ଢପଥର ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ରାଜେନ୍ଦ୍ର ଜଗତ ଯୋଗଦାନ କରି ଭାଷା ସାହିତ୍ୟ ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ। ମୁଖ୍ୟବକ୍ତା ଭାବେ ଧନକଉଡ଼ା ବ୍ଲକ ଶିକ୍ଷକ ଅଦିପ ପଟେଲ ଯୋଗଦେଇ ଭାଷାର ଉନ୍ନତି ସମ୍ମନ୍ଧିତ ସନ୍ଧର୍ବରେ ଭିନ୍ନ ଭିନ୍ନ ଉଦାହରଣ ଦେଇ ଛାତ୍ରୀଛାତ୍ର ମାନଙ୍କୁ ବୁଝାଇଥିଲେ। ଶେଷରେ ଗୋଷ୍ଠୀ ସହ ଶିକ୍ଷା ଅଧିକାରୀ ଦେବକୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ