Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବେଲଗୁଣ୍ଠା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ଯୁବ ବିକାଶ କାଯ୍ୟକ୍ରମ

ବେଲଗୁଣ୍ଠା,୧୩/୧୨ : ବେଲଗୁଣ୍ଠା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦ୍ଵିତୀୟ ବର୍ଷର ଛାତ୍ର ଛାତ୍ରୀ ମାନଙ୍କ ତରଫରୁ ଓଡିଶା ସରକାରଙ୍କ ସମ୍ୱନ୍ୱିତ ଯୁବ ବିକାଶ କାର୍ଯ୍ୟକ୍ରମ ଡ଼ଃ ରଞ୍ଜନ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ବେଲଗୁଣ୍ଠା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭାରତୀ ଦେବି ଯୋଗ ଦେଇ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ନୋଡାଲ ଅଫିସର ଡ଼ଃ ପ୍ରଦ୍ୟୁମ୍ନ କୁମାର ସାହୁ, ଏସ. ରାଜେଶ୍ୱର ପୃଷ୍ଟି, ଅଧ୍ୟାପକ ବୀରେନ୍ଦ୍ର ନାଥ ମହାପାତ୍ର, ଯୁବ ସାମ୍ବାଦିକ ଶିବରାମ ଚୌଧୁରୀ ଯୋଗଦେଇଥିଲେ। ଶେଷରେ ଅଧ୍ୟାପକ ଦୁଃଖିଶ୍ୟାମ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ