Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଲୋକ ବୋଷ ଇଣ୍ଡିଆନ ଗ୍ଲୋରୀ ଆୱାର୍ଡ଼ ୨୦୨୩ ଦ୍ଵାରା ସମ୍ମାନୀତ ପାରଳାଖେମୁଣ୍ଡି:୧୮/୧୨(ଗରୁଡ ଧ୍ୱଜ ଚୌଧୁରୀ)ଭାରତର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପିମୁମେଣ୍ଟସ୍ ଅଫ ଇଣ୍ଡିଆ ଏବଂ ଇଣ୍ଡିଆନ୍ ବିଉଟିଶୀୟନ୍ ୱେଲ୍ଲଫାର ଆସେସେସନ ର ମିଳିତ ଆନୁକୁଲ୍ୟରେ ଇଣ୍ଡିଆନ୍ ଗ୍ଲୋରୀ ଆୱାର୍ଡ଼ ୨୦୨୩ ପୁରୀ ଜିଲ୍ଲା ସଂସ୍କୃତିଭବନ ସଭା ଗୃହରେ ପାରମ୍ପରିକ ଭାବେ ଆୟୋଜିତ ହୋଇଛି।ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଆବାହକ ଶ୍ରୀ ରାଜେନ୍ଦ୍ର ପ୍ରସାଦ ପଣ୍ଡା ପ୍ରାରମ୍ଭିକ ଭାବେ ଅଭିଭାଷଣ ଦେଇ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଜାତୀୟ ଓ ରାଜ୍ୟର ପ୍ରତିଭାବନ ବ୍ୟକ୍ତି ମାନଙ୍କୁ ଚୟନ କରି ସମ୍ମାନିତ ସହ ସମ୍ବର୍ଦ୍ଧିତ କରିଥିଲେ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ‌ମହକୁମା ପାରଳାଖେମୁଣ୍ଡି ସହରର ଡଃ. ଆଲୋକ କୁମାର ବୋଷ ଙ୍କୁ ସମାଜ ସେବା ପାଇଁ ଇଣ୍ଡିଆନ ଗ୍ଲୋରୀ ଆୱାର୍ଡ଼ ୨୦୨୩ ଦ୍ୱାରା ମୋମେଣ୍ଟ , ସର୍ଟିଫିକେଟ ,ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା। ସମ୍ମାନ ରେ ସମ୍ମାନିତ କରାଯାଇଛି।ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ପୁରୀ ବିଧ୍ୟାୟକ ଜୟନ୍ତ ଷଡ଼ଙ୍ଗୀ, ସମ୍ମାନିୟ ଅତିଥି ଭାରତ ମସଲା ର ପ୍ରତିଷ୍ଠାତା ଶ୍ରୀ ସୁରେନ୍ଦ୍ର ପଣ୍ଡା ରାଜନେତା ଓ କବି ଶଙ୍କର ପରିଡ଼ା ସମାଜସେବୀ ବନ୍ଦନା ହରିଚନ୍ଦନ, ଅର୍ଜୁନ ପୁରସ୍କାର ପ୍ରାପ୍ତ ଦୂତି ଚାନ୍ଦ, ପଦ୍ମ ଶ୍ରୀ ପ୍ରଭାକର ମହାରଣା, ଫିଲିମ୍ ଡାଇରେକ୍ଟର ଅଶୋକ ପତି ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମ ରେ ଓଡ଼ିଶୀ, ସମ୍ବଲପୁରୀ, ପାଇକନୃତ୍ୟ ପରିବେଷଣ କରଯାଇଥିଲା। ଏବଂ ଦେଶର କୋଣ ଅନୁକୋଣର ପ୍ରତିଭାବାନ ବ୍ୟକ୍ତିଙ୍କୁ ମଞ୍ଚ ରେ ମୋମେଣ୍ଟ , ସର୍ଟିଫିକେଟ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମ କୁ ଶିବାନନ୍ଦ ବାରିକ୍ ପରିଚାଳନା କରିଥିବାବେଳେ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଧନ୍ୟବାଦ୍ ଅର୍ପଣ କରୁଥିଲେ। ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ସମ୍ପାଦନା କରିଥିଲେ।

ପାରଳାଖେମୁଣ୍ଡି:୧୮/୧୨(ଗରୁଡ ଧ୍ୱଜ ଚୌଧୁରୀ) ଭାରତର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପିମୁମେଣ୍ଟସ୍ ଅଫ ଇଣ୍ଡିଆ ଏବଂ ଇଣ୍ଡିଆନ୍ ବିଉଟିଶୀୟନ୍ ୱେଲ୍ଲଫାର ଆସେସେସନ ର ମିଳିତ ଆନୁକୁଲ୍ୟରେ ଇଣ୍ଡିଆନ୍ ଗ୍ଲୋରୀ ଆୱାର୍ଡ଼ ୨୦୨୩ ପୁରୀ ଜିଲ୍ଲା ସଂସ୍କୃତିଭବନ ସଭା ଗୃହରେ ପାରମ୍ପରିକ ଭାବେ ଆୟୋଜିତ ହୋଇଛି।
ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଆବାହକ ଶ୍ରୀ ରାଜେନ୍ଦ୍ର ପ୍ରସାଦ ପଣ୍ଡା ପ୍ରାରମ୍ଭିକ ଭାବେ ଅଭିଭାଷଣ ଦେଇ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଜାତୀୟ ଓ ରାଜ୍ୟର ପ୍ରତିଭାବନ ବ୍ୟକ୍ତି ମାନଙ୍କୁ ଚୟନ କରି ସମ୍ମାନିତ ସହ ସମ୍ବର୍ଦ୍ଧିତ କରିଥିଲେ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ‌ମହକୁମା ପାରଳାଖେମୁଣ୍ଡି ସହରର ଡଃ. ଆଲୋକ କୁମାର ବୋଷ ଙ୍କୁ ସମାଜ ସେବା ପାଇଁ ଇଣ୍ଡିଆନ ଗ୍ଲୋରୀ ଆୱାର୍ଡ଼ ୨୦୨୩ ଦ୍ୱାରା ମୋମେଣ୍ଟ , ସର୍ଟିଫିକେଟ ,ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା। ସମ୍ମାନ ରେ ସମ୍ମାନିତ କରାଯାଇଛି।
ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ପୁରୀ ବିଧ୍ୟାୟକ ଜୟନ୍ତ ଷଡ଼ଙ୍ଗୀ, ସମ୍ମାନିୟ ଅତିଥି ଭାରତ ମସଲା ର ପ୍ରତିଷ୍ଠାତା ଶ୍ରୀ ସୁରେନ୍ଦ୍ର ପଣ୍ଡା ରାଜନେତା ଓ କବି ଶଙ୍କର ପରିଡ଼ା ସମାଜସେବୀ ବନ୍ଦନା ହରିଚନ୍ଦନ, ଅର୍ଜୁନ ପୁରସ୍କାର ପ୍ରାପ୍ତ ଦୂତି ଚାନ୍ଦ, ପଦ୍ମ ଶ୍ରୀ ପ୍ରଭାକର ମହାରଣା, ଫିଲିମ୍ ଡାଇରେକ୍ଟର ଅଶୋକ ପତି ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମ ରେ ଓଡ଼ିଶୀ, ସମ୍ବଲପୁରୀ, ପାଇକନୃତ୍ୟ ପରିବେଷଣ କରଯାଇଥିଲା। ଏବଂ ଦେଶର କୋଣ ଅନୁକୋଣର ପ୍ରତିଭାବାନ ବ୍ୟକ୍ତିଙ୍କୁ ମଞ୍ଚ ରେ ମୋମେଣ୍ଟ , ସର୍ଟିଫିକେଟ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମ କୁ ଶିବାନନ୍ଦ ବାରିକ୍ ପରିଚାଳନା କରିଥିବାବେଳେ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଧନ୍ୟବାଦ୍ ଅର୍ପଣ କରୁଥିଲେ। ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ସମ୍ପାଦନା କରିଥିଲେ।
ପାରଳାଖେମୁଣ୍ଡି:୧୮/୧୨(ଗରୁଡ ଧ୍ୱଜ ଚୌଧୁରୀ)
ଭାରତର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ହାପିମୁମେଣ୍ଟସ୍ ଅଫ ଇଣ୍ଡିଆ ଏବଂ ଇଣ୍ଡିଆନ୍ ବିଉଟିଶୀୟନ୍ ୱେଲ୍ଲଫାର ଆସେସେସନ ର ମିଳିତ ଆନୁକୁଲ୍ୟରେ ଇଣ୍ଡିଆନ୍ ଗ୍ଲୋରୀ ଆୱାର୍ଡ଼ ୨୦୨୩ ପୁରୀ ଜିଲ୍ଲା ସଂସ୍କୃତିଭବନ ସଭା ଗୃହରେ ପାରମ୍ପରିକ ଭାବେ ଆୟୋଜିତ ହୋଇଛି।ଏହି କାର୍ଯ୍ୟକ୍ରମ ର ମୁଖ୍ୟ ଆବାହକ ଶ୍ରୀ ରାଜେନ୍ଦ୍ର ପ୍ରସାଦ ପଣ୍ଡା ପ୍ରାରମ୍ଭିକ ଭାବେ ଅଭିଭାଷଣ ଦେଇ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଜାତୀୟ ଓ ରାଜ୍ୟର ପ୍ରତିଭାବନ ବ୍ୟକ୍ତି ମାନଙ୍କୁ ଚୟନ କରି ସମ୍ମାନିତ ସହ ସମ୍ବର୍ଦ୍ଧିତ କରିଥିଲେ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ‌ମହକୁମା ପାରଳାଖେମୁଣ୍ଡି ସହରର ଡଃ. ଆଲୋକ କୁମାର ବୋଷ ଙ୍କୁ ସମାଜ ସେବା ପାଇଁ ଇଣ୍ଡିଆନ ଗ୍ଲୋରୀ ଆୱାର୍ଡ଼ ୨୦୨୩ ଦ୍ୱାରା ମୋମେଣ୍ଟ , ସର୍ଟିଫିକେଟ ,ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା। ସମ୍ମାନ ରେ ସମ୍ମାନିତ କରାଯାଇଛି।ଏହି କାର୍ଯ୍ୟକ୍ରମ ରେ ମୂଖ୍ୟ ଅତିଥି ପୁରୀ ବିଧ୍ୟାୟକ ଜୟନ୍ତ ଷଡ଼ଙ୍ଗୀ, ସମ୍ମାନିୟ ଅତିଥି ଭାରତ ମସଲା ର ପ୍ରତିଷ୍ଠାତା ଶ୍ରୀ ସୁରେନ୍ଦ୍ର ପଣ୍ଡା ରାଜନେତା ଓ କବି ଶଙ୍କର ପରିଡ଼ା ସମାଜସେବୀ ବନ୍ଦନା ହରିଚନ୍ଦନ, ଅର୍ଜୁନ ପୁରସ୍କାର ପ୍ରାପ୍ତ ଦୂତି ଚାନ୍ଦ, ପଦ୍ମ ଶ୍ରୀ ପ୍ରଭାକର ମହାରଣା, ଫିଲିମ୍ ଡାଇରେକ୍ଟର ଅଶୋକ ପତି ଉପସ୍ଥିତ ଥିଲେ ।
ଏହି କାର୍ଯ୍ୟକ୍ରମ ରେ ଓଡ଼ିଶୀ, ସମ୍ବଲପୁରୀ, ପାଇକନୃତ୍ୟ ପରିବେଷଣ କରଯାଇଥିଲା। ଏବଂ ଦେଶର କୋଣ ଅନୁକୋଣର ପ୍ରତିଭାବାନ ବ୍ୟକ୍ତିଙ୍କୁ ମଞ୍ଚ ରେ ମୋମେଣ୍ଟ , ସର୍ଟିଫିକେଟ ଉତ୍ତରୀୟ ଦେଇ ସମ୍ମାନିତ କରାଯାଇଥିଲା।
ଏହି କାର୍ଯ୍ୟକ୍ରମ କୁ ଶିବାନନ୍ଦ ବାରିକ୍ ପରିଚାଳନା କରିଥିବାବେଳେ ପ୍ରତିଷ୍ଠାତା ରାଜେନ୍ଦ୍ର ପ୍ରସାଦ ପଣ୍ଡା ଧନ୍ୟବାଦ୍ ଅର୍ପଣ କରୁଥିଲେ। ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ଏହି କାର୍ଯ୍ୟକ୍ରମ କୁ ସୁଚାରୁରୂପେ ସମ୍ପାଦନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

ମୋହନା ବ୍ଲକ ଅନ୍ତର୍ଗତ ତାରମାଳ ଗ୍ରାମରେ ଗୁହାଳରେ ବଳଦବାନ୍ଧୁଥିବା ବେଳେ ବଜ୍ରାଘାତ, ବୃଦ୍ଧ ଓ ବଳଦ ମୃତ ପାରଳାଖେମୁଣ୍ଡି:୨୧/୯(ଗରୁଡ଼ ଧ୍ଵଜ ଚୌଧୁରୀ)ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ତରାମାଳ ଗ୍ରାମରେ ଶୁକ୍ରବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା ଘଟିଛି। ପ୍ରବଳ ବର୍ଷା ସହ ବଜ୍ରପାତ ଯୋଗୁଁ ଜଣେ ୭୦ ବର୍ଷୀୟ ବୃଦ୍ଧ ଓ ତାଙ୍କ ବଳଦର ମୃତ୍ୟୁ ଘଟିଛି। ମୃତ ବୃଦ୍ଧ ହେଲେ ତରାମାଳ ଗ୍ରାମର ଜାବି ମଳିକ। ସୂଚନା ଅନୁଯାୟୀ, ଅପରାହ୍ନରେ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘନ ଘନ ବଜ୍ରପାତ ହେଉଥିଲା। ପ୍ରତିଦିନ ଭଳି ଜାବି ମଳିକ ଗୋରୁ ଚରାଇ ଘରକୁ ଫେରିଥିଲେ। ବର୍ଷା ବଢ଼ିବାରୁ ସେ ନିଜ ବଳଦକୁ ଗୁହାଳରେ ବାନ୍ଧୁଥିବା ବେଳେ ହଠାତ୍ ଏକ ପ୍ରଚଣ୍ଡ ବଜ୍ରପାତ ହୋଇଥିଲା। ବଜ୍ରାଘାତରେ ବୃଦ୍ଧ ଓ ବଳଦ ଗୁରୁତର ଭାବେ ପ୍ରଭାବିତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ।ପ୍ରଚଣ୍ଡ ଶବ୍ଦ ଶୁଣି ପରିବାର ଲୋକ ଓ ଗ୍ରାମବାସୀ ଦୌଡ଼ି ଆସିଥିଲେ। ସେମାନେ ବୃଦ୍ଧ ଓ ବଳଦକୁ ନିଷ୍ପ୍ରାଣ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ। ଘଟଣା ପରେ ଗ୍ରାମରେ ଶୋକର ଛାୟା ଖେଳିଯାଇଛି।ଖବର ପାଇ ସ୍ଥାନୀୟ ଲୋକେ ପ୍ରଶାସନକୁ ସୂଚନା ଦେଇଥିବା ବେଳେ ବାର୍ତ୍ତା ଲେଖାହେବା ସୁଦ୍ଧା କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ନଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।