Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ରକ୍ତଦାନ ଶିବିର: ୧୨୧ ୟୁନିଟ ରକ୍ତ ସଂଗ୍ରହ

ସମ୍ବଲପୁର(ହୀରାକୁଦ):ଆମର ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପ ତରଫରୁ ଆଜି ରେଙ୍ଗାଲି ନିକଟସ୍ଥ ବିରାଜ ଷ୍ଟିଲ ଓ ଏନଏରଜିର ମହା ପ୍ରବନ୍ଧକଙ୍କ ଜନ୍ମଦିନ ଉପଲକ୍ଷେ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ରକ୍ତଦାନ ଶିବିରରେ ସର୍ବମୋଟ ୧୨୧ ୟୁନିଟ ରକ୍ତ ବୁର୍ଲା ରକ୍ତ ଭଣ୍ଡାର ଦ୍ୱାରା ସଂଗୃହିତ ହୋଇଥିଲା । ଏହି ରକ୍ତଦାନ ଶିବିରକୁ ବୁର୍ଲା ରକ୍ତ ଭଣ୍ଡାରର କର୍ମଚାରୀ ଓ ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପର ସଭାପତି କରୁଣାକର ବିଶାଳ, ବରିଷ୍ଠ ସମାଜସେବୀ ଜଗଦୀଶପ୍ରସାଦ ମିଶ୍ର , ହୀରାକୁଦ ବ୍ଲଡ଼ ଡୋନର୍ସ ଗ୍ରୁପର କର୍ମକର୍ତା କେ.ସାଇପ୍ରସଦ ରାଓ, ଯୋସେଫ ପ୍ରଧାନ, ମନୋଜ ପ୍ରଧାନ ପ୍ରତିମା ପ୍ରଧାନ , ଝୁନୀ ପଣ୍ଡା, , ପ୍ରମୁଖ ପରିଚାଳନା କରିଥିଲେ ।