Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବରେ ସମ୍ବଲପୁର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କୁ ନିମନ୍ତ୍ରଣ

ସମ୍ବଲପୁର:ପୁରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବା ମା’ ସମଲେଶ୍ବରୀଙ୍କୁ ନିମନ୍ତ୍ରଣ କରାଯାଇଛି। ପୁରୀରୁ ଆସିଥିବା ପ୍ରତିନିଧି ଦଳ ପହଞ୍ଚି ନିମନ୍ତ୍ରଣ କରିଥିଲେ। ଏହି ସମୟରେ ମନ୍ଦିର ଟ୍ରଷ୍ଟବୋର୍ଡ ସଭାପତି ସଞ୍ଜୟ କୁମାର ବାବୁଙ୍କ ସହିତ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ ସାହୁ,ପ୍ରଫୁଲ୍ଲ ହୋତା,ରାମଦାଶ ପଣ୍ଡା ପ୍ରମୂଖ ଉପସ୍ଥିତ ଥିଲେ। ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଏହି ପ୍ରତିନିଧି ଦଳ ସଦସ୍ୟ ମାନଙକୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା।