Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ନୂଆ ଜିଲ୍ଲାପାଳ

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାରେ ଥିବା ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ବଦଳି ହୋଇଛି। ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀମତୀ ନରଭଣେଙ୍କୁ ନିର୍ଦ୍ଦେଶ ହୋଇଛି ଯେ, ସୋନପୁର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାୟିତ୍ବ ଦେଇ ସେଠାରୁ ନୂତନ କାର୍ଯ୍ୟସ୍ଥଳ (ଝାରସୁଗୁଡ଼ା)କୁ ଯିବେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ