Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସାମାନ୍ୟ ବର୍ଷା ସହିତ ଘନ କୁହୁଡି:ୟୋଲୋ ଆଲର୍ଟ ଜାରି

ସମ୍ବଲପୁର: ଆଜି ସମ୍ବଲପୁର ଜିଲ୍ଲାର ବିଭିନ୍ନ ପ୍ରାନ୍ତରରେ ପବନ ସହିତ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟାରେ ବରଗଡ଼, ସୁନ୍ଦରଗଡ, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।ସେହିଭଳି ଆସନ୍ତାକାଲି ସକାଳୁ ୨୦ ଜିଲ୍ଲାରେ ଘନ କୁହୁଡି ଦେଖା ଦେବ। ଏନେଇ ୟଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଢେ଼ଙ୍କାନାଳ, ମୟୁରଭଞ୍ଜ, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ ବୌଦ୍ଧରେ ଘନ କୁହୁଡି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।