Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୧୨ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ

ଭୁବନେଶ୍ବର:୧୨ ଜିଲ୍ଲାକୁ ଘନ କୁହୁଡ଼ି ଆଲର୍ଟ କରାଯାଇଛି।
ଅର୍ଥାତ୍ ଘନ କୁହୁଡ଼ି ନେଇ ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣି ଜାରି କରିଛି। ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି
କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି,ବଲାଙ୍ଗିର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ବରଗଡ଼। ଏପରିକି ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ମଧ୍ୟ ରହିଥିବା ପାଣି ବିଭାଗ ସୂତ୍ରରୁ ଜଣାପଡିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ