Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ନର୍ଲା ଥାନାର ନୂତନ ଥାନାଧିକାରୀ ମମତା ପାଣିଗ୍ରାହୀ

କଳାହାଣ୍ଡି,୦୧/୦୨-କଳାହାଣ୍ଡି ଜିଲ୍ଲା ନର୍ଲା ଥାନାରେ ନୂତନ ଥାନାଧିକାରୀ ଭାବେ ଯୋଗଦେଇଛନ୍ତି ମମତା ପାଣିଗ୍ରାହୀ। ନର୍ଲା ଥାନାଧିକାରୀ ଗଙ୍ଗାଧର ମେହେରଙ୍କୁ ଆମପାଣି ଥାନାକୁ ବଦଳି ହେବାପରେ ତାଙ୍କ ସ୍ଥାନରେ ଶ୍ରୀମତୀ ପାଣିଗ୍ରାହୀ ଦାୟିତ୍ୱ ନେଇଛନ୍ତି। ତାଙ୍କୁ ଥାନାର ସମସ୍ତ କର୍ମଚାରୀ ସ୍ୱାଗତ କରିଥିଲେ। ନର୍ଲା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସ୍ୱତନ୍ତ୍ର ଦୃଷ୍ଟି ସହ ଟ୍ରାଫିକ ସମସ୍ୟାକୁ ଗୁରୁତ୍ୱ ଦେବେ ବୋଲି ସେ କହିଛନ୍ତି।