Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ମାତା ମଠ ପରିସରରେ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ଭୂମିପୂଜା ଅନୁ୍ଷ୍ଠିତ

ବୀରମହାରାଜପୁର : (ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ପିତାମହୁଲ ପଞ୍ଚାୟତ ଅନ୍ତର୍ଗତ ଚୌହାନପୁର ସ୍ଥିତ ମାତାମଠ ପରିସରରେ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ ପାଇଁ ଭୂମିପୂଜା ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ସରପଞ୍ଚ ଆକସ୍ମିକ ବଢିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୂଜାର୍ଚ୍ଚନା କରିଥିଲେ I ଉକ୍ତ ପ୍ରକଳ୍ପ କାର୍ଯ୍ୟକାରି ହେଲେ ପିତାମହୁଲ ପଞ୍ଚାୟତ ର ଟେଭlପଦର , ବୁରୋମାଳ , ଚୌହାନ ପୁର୍, ଠାକୁର ପୁର୍ , ଡୁଲେଶ୍ଵର , ଦୁର୍ଦ୍ଦୁରା , ଗରିଆ ମୁଣ୍ଡା , କାସଲପୁର୍ , କୁଞ୍ଜl ମହୁଲ ଆଦି ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ପାଇ ପାରିବେ l