Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଡିଶା ରାଜ୍ୟ ବିଦ୍ୟୁତ କର୍ମଚାରୀ ମହାସଂଘର ରାଜ୍ୟ ସ୍ତରୀୟ ସମ୍ମଳନୀ

ବ୍ରହ୍ମପୁର:ଓଡ଼ିଶା ରାଜ୍ୟ ବିଦ୍ୟୁତ୍ କର୍ମଚାରୀ ମହାସଂଘ ତରଫରୁ ଆୟୋଜିତ “ରାଜ୍ୟ ସ୍ତରୀୟ ସମ୍ମିଳନୀ”ରେ ମାନ୍ୟବର ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ, ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ବିକ୍ରମ କୁମାର ପଣ୍ଡା, ମାନ୍ୟବର ଛତ୍ରପୁର ବିଧାୟକ ସୁବାଷ ଚନ୍ଦ୍ର ବେହେରା, ମାନ୍ୟବର କଟକ ମହାନଗର ନିଗମ ମେୟର ସୁବାସ ସିଂ, ବ୍ରହ୍ମପୁର ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ଉପ ମେୟର ଶ୍ରୀ ଇ. ବିବେକ ରେଡ୍ଡୀ, ଶ୍ରୀଯୁକ୍ତ ଡ଼ାଃ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ସୁବାସ ମହାରଣା ତଥା ରାଜ୍ୟ ବିଦ୍ୟୁତ୍ ମହାସଂଘର ପଦାଧିକାରୀ, କାର୍ଯ୍ୟ ନିର୍ବାହୀ ମଣ୍ଡଳୀ, ସଦସ୍ୟ ଓ ସଦସ୍ୟା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ସଭାରେ ଉପସ୍ଥିତ କର୍ମଚାରୀ ମାନଙ୍କ ଅଭିଯୋଗ, ସୁବିଧା, ଅସୁବିଧା ତଥା ସମାଧାନ ପନ୍ଥା ଗୁଡ଼ିକ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories