Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୀରମହାରାଜପୁର ରେ ଶ୍ରବଣ ଜନ୍ତ୍ର ବିତରଣ କାର୍ଯ୍ୟକ୍ରମ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ଥିତ ସଭା ଗୃହରେ ମଙ୍ଗଳବାର ଶ୍ରବଣ ଜନ୍ତ୍ର ବିତରଣ କରାଯାଇଥିଲା l ସାମାଜିକ ସୁରକ୍ଷା ଅଧିକାରିଣୀ ମଞ୍ଜୁଲତା ମିଶ୍ର ଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ଯକ୍ରମରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା ମୁଖ୍ୟ ଅତିଥି ଭାବେ ଯୋଗଦେଇ 28 ଜଣ ଙ୍କୁ ଶ୍ରବଣ ଯନ୍ତ ପ୍ରଦାନ କରିଥିଲେ I ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା , ଏ ବି ଡି ଓ ପୁରୁଷୋତ୍ତମ ଧରୁଆ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଥିଲେ I