Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟ ରେ ଗଣିତ ଓ ବିଜ୍ଞାନ କ୍ଲବ ର ପୁରସ୍କାର ବିତରଣ ଉତ୍ସବ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବାଳକ ଉଚ୍ଚ ବିଦ୍ୟାଳୟରେ ଗଣିତ ଓ ବିଜ୍ଞାନ କ୍ଳବର ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଇନ୍ଦ୍ରଜିତ ପରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟରେ କ୍ଲବର ଭୂମିକା ବିଷୟରେ ଆଲୋଚନା କରିବା ସହ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପ୍ରଶଂସା ପତ୍ର ଓ ଟ୍ରଫି ଦେଇ ପୁରସ୍କୃତ କରିଥିଲେ । ପ୍ରଧାନ ଶିକ୍ଷକ ନିରଞ୍ଜନ ଦାସ ସ୍ବାଗତ ଭାଷଣ ଦେଇଥିବାବେଳେ କ୍ଲବ ଦାୟିତ୍ଵରେ ଥିବା ଶିକ୍ଷୟିତ୍ରୀ ସୂର୍ଯ୍ୟକାନ୍ତି ବରିହା ଧନ୍ୟବାଦ ଅର୍ପଣ କରିଥିଲେ I