Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପଞ୍ଚାୟତରାଜ ଦିବସ ପାଳନ ଅବସରରେ ପିତାମହୁଲ ଗ୍ରାମରେ ପଞ୍ଚାୟତ କୁ ଚାଲ ଅଭିଯାନ

ବୀରମହାରାଜପୁର : (ସୌମିତ୍ରି ମେହେର)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ପିତା ମହୁଲ ଗ୍ରାମରେ ପଞ୍ଚାୟତ କୁ ଚାଲ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ସ୍ଥାନୀୟ ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା ଏହାର ନେତୃତ୍ଵ ନେଇଥିବା ବେଳେ ବହୁ ଗ୍ରାମବାସୀ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ