Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୁବଳୟା କଲେଜରେ ନୁଆଁ-ଓ ଛାତ୍ର ବୃତ୍ତି ପ୍ରମାଣ ପତ୍ର ପ୍ରଦାନ

ବୀରମହାରାଜପୁର : (ସୌମିତ୍ରି ମେହେର )
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଡିଗ୍ରୀ କଲେଜରେ ନୂଆ-ଓ ଛାତ୍ର ବୃତ୍ତି ପାଇଁ ପ୍ରମାଣପତ୍ର ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ମଙ୍ଗଳବାର ଅଧ୍ୟକ୍ଷ ବଳଦେବ ପୁଝାରୀ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ଯକ୍ରମରେ ଛାତ୍ରଛାତ୍ରୀ ଙ୍କୁ ପ୍ରମାଣପତ୍ର ବଣ୍ଟନ କରାଯାଇଥିଲା I ଅନୁଦାନ ରାଶି ଛାତ୍ରଛାତ୍ରୀ ଙ୍କ ଉଚ୍ଚଶିକ୍ଷା ଲକ୍ଷ୍ୟ ହାସଲରେ ସହାୟକ ହେବ ବୋଲି ଆଶା ପ୍ରକାଶ କରିଥିଲେ I ଏ ଅବସରରେ ଅଧ୍ୟାପକ ଶୁଭ୍ରାଂଶୁ ଶେଖର ପଧାନ , ପୂର୍ଣ୍ଣ ଚନ୍ଦ୍ର ମେହେର ପ୍ରମୁଖ ଉପସ୍ଥିତ ଥିଲେ l